୩ ଜୁନ୍‌, ସୋମବାର: ଅଧିକ ପରିଶ୍ରମ କରିବେ

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତାଇବେ। ଧନପ୍ରାପ୍ତି ଯୋଗ ରହିଛି। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। କର୍କଟ: ଅଧିକ ପରିଶ୍ରମ କରିବେ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ […]

astro

astro

Jyoshna Pradhan
  • Published: Monday, 03 June 2019
  • Updated: 03 June 2019, 07:24 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତାଇବେ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ଣ ପରେ କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଅଧିକ ପରିଶ୍ରମ କରିବେ। କୌଣସି କଥାକୁ ନେଇ ବନ୍ଧୁଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ସିଂହ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ମାନ-ସମ୍ମାନ ବଢ଼ିବ।

କନ୍ୟା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବିବାହ ସ୍ଥିର ହୋଇପାରେ।

ବିଚ୍ଛା: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଋଣ ଦିଅନ୍ତୁ ନାହିଁ।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ନୂତନ ଜିନିଷ କିଣି ପାରନ୍ତି।

କୁମ୍ଭ: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାନସିକ ଅଶାନ୍ତି ଦେଖାଦେଇପାରେ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମୁନ ଖୁସି ରହିବ।  ବିଦେଶକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos