୪ ମାର୍ଚ୍ଚ,ବୁଧବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବୃଷ:  ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।  ଅସୁସ୍ଥ ଅନୁଭବ କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସିଂହ:  କଥା ଉପରେ ନିୟନ୍ତ୍ରଣ […]

ttttttttttttttttt-2-1-300x1

ttttttttttttttttt-2-1-300x1

Niharika Rout
  • Published: Wednesday, 04 March 2020
  • Updated: 04 March 2020, 07:22 AM IST

Sports

Latest News

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ:  ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।  ଅସୁସ୍ଥ ଅନୁଭବ କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ:  ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ଧନୁ:  ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:  ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story