୫ ଡିସେମ୍ବର, ଗୁରୁବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ବୃଷ: ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ସିଂହ: ଦିନଟି ଭଲରେ […]

astro-ok-new

Niharika Rout
  • Published: Thursday, 05 December 2019
  • , Updated: 05 December 2019, 10:24 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି।

ସିଂହ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି।

କନ୍ୟା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ  ଯାଇପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର:ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ:  ବିବାହ ସ୍ଥିର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

Related story