ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।
କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।
ସିଂହ: ବାପାମା’ଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।
କନ୍ୟା: ପିତାଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।
ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ବିଚ୍ଛା: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ।
ଧନୁ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ।
ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଘରକୁ ଅତିଥି ଆସିପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।