୫ ଜାନୁଆରୀ,ରବିବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। […]

astro-ok-new

Jyoshna Pradhan
  • Published: Sunday, 05 January 2020
  • , Updated: 05 January 2020, 09:14 AM IST

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ସିଂହ: ବାପାମା’ଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ପିତାଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବିଚ୍ଛା: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ।

ଧନୁ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହିତ ଦେଖାହୋଇପାରେ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଘରେ କୌଣସି ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଘରକୁ ଅତିଥି ଆସିପାରନ୍ତି।

Related story