୫ ମାର୍ଚ୍ଚ, ଗୁରୁବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ମିଥୁନ: ମାନ-ସମ୍ମାନ ମିଳିବ। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। […]

astro-1-2-300x172-1-300x172

Niharika Rout
  • Published: Thursday, 05 March 2020
  • , Updated: 05 March 2020, 07:28 AM IST

ମେଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ।

ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମିଥୁନ: ମାନ-ସମ୍ମାନ ମିଳିବ। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମନ ଖୁସି ରହିବ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ଧନୁ:   ଆତ୍ମ ବିସ୍ୱାସ ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କୁମ୍ଭ: ଦ୍ୱନ୍ଦ୍ୱ ଭିତରେ ରହିବେ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

Related story