୬ ଜୁଲାଇ, ଶନିବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନ […]

astro

astro

Jyoshna Pradhan
  • Published: Saturday, 06 July 2019
  • Updated: 06 July 2019, 07:28 AM IST

Sports

Latest News

ମେଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନ ପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କନ୍ୟା: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଜମି କିଣି ପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ।

ଧନୁ: ପୁରୁଣା ଇଚ୍ଛା ପୂରଣ ହୋଇପାରେ। ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମକର: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମଧ୍ୟାହ୍ନ ପରେ ଖୁସି ଖବର ଶୁଣି ପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:  ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ:  ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story