୨୮ ଫେବ୍ରୁଆରୀ, ଶୁକ୍ରବାର: ମନରେ ଏକାଗ୍ରତା ରହିବ ନାହିଁ

ମେଷ:  ଦିନଟି ଭଲରେ କଟିବ। ବାପାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ–ସମ୍ମାନ ମିଳିବ। ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ–ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କର୍କଟ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରହିବ। ତୁଳା: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ […]

astro-1-2-300x172

Niharika Rout
  • Published: Friday, 28 February 2020
  • , Updated: 28 February 2020, 08:08 AM IST

ମେଷ:  ଦିନଟି ଭଲରେ କଟିବ। ବାପାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ–ସମ୍ମାନ ମିଳିବ।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ–ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରହିବ।

ତୁଳା: ଦର୍ଶନୀୟ ସ୍ଥାନ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ମାନ–ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। 

ଧନୁ: କାର୍ଯ୍ୟ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମକର: ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଋଣ ଦିଅନ୍ତୁ ନାହିଁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଉପହାର ମିଳିବ।

ମୀନ: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। 

Related story