୭ ମାର୍ଚ୍ଚ, ଶନିବାର: ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି

ମେଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ। ବୃଷ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ। ମିଥୁନ: ବ୍ୟବସାୟରେ ଲାଭ ମିଳିବ।  ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। କର୍କଟ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ:   ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ […]

astro-

Niharika Rout
  • Published: Saturday, 07 March 2020
  • , Updated: 30 May 2020, 07:54 AM IST

ମେଷ:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ବୃଷ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।

ମିଥୁନ: ବ୍ୟବସାୟରେ ଲାଭ ମିଳିବ।  ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି।

କର୍କଟ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ:   ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କନ୍ୟା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।

ବିଛା: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ଧନୁ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମକର:ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ମୀନ: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସ ଖୁସିର ବାତାବରଣ ରହିବ।

Related story