୭ ସେପ୍ଟେମ୍ୱର, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିବେ

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ବୃଷ: ବିଳମ୍ୱରେ କାର୍ଯ୍ୟ ସମାପନ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମିଥୁନ: ମନ ଖୁସି ରହିବ। ନୂତନ ପୋଷାକ କିଣି ପାରନ୍ତି। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି। କର୍କଟ: ଚିନ୍ତିତ ରହିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ବନ୍ଧୁଙ୍କ ସହ […]

astro-ok-new

astro-ok-new

Jyoshna Pradhan
  • Published: Saturday, 07 September 2019
  • Updated: 07 September 2019, 07:22 AM IST

Sports

Latest News

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କ୍ୟାରିୟର୍‌ରେ ପରିବର୍ତ୍ତନ କରିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ବିଳମ୍ୱରେ କାର୍ଯ୍ୟ ସମାପନ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ମନ ଖୁସି ରହିବ। ନୂତନ ପୋଷାକ କିଣି ପାରନ୍ତି। ବିପରୀତ ଲିଙ୍ଗ ପ୍ରତି ଆକର୍ଷିତ ହୋଇପାରନ୍ତି।

କର୍କଟ: ଚିନ୍ତିତ ରହିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବଡ଼ ଭାଇଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା:  ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ପିଲାଙ୍କ ସଫଳତାରେ ଖୁସି ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: ମନ ବିଚଳିତ ରହିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।  ଆୟ ବୃଦ୍ଧି ହେବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମୀନ: ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାନ-ସମ୍ମାନ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story