୮ ଅଗଷ୍ଟ, ଗୁରୁବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। […]

ttttttttttttttttt-2

Jyoshna Pradhan
  • Published: Thursday, 08 August 2019
  • , Updated: 08 August 2019, 07:19 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ପୋଷାକ କିଣିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ବନ୍ଧୁଙ୍କ ସହ ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ବିବାହ ସ୍ଥିର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ପଡୋଶୀଙ୍କ ସହ ଝଗଡ଼ା ହୋଇପାରେ।

 

Related story