୮ ଜୁଲାଇ, ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ବୃଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗଣେଶଙ୍କୁ ଆରଧନା କରନ୍ତୁ। ମନ ଶାନ୍ତ ରହିବ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି। ସିଂହ: ମାନସିକ ଅଶାନ୍ତିରେ ରହିବେ। ଅଫିସ୍‌ରେ ଉଚ୍ଚପଦସ୍ଥ […]

astro

Jyoshna Pradhan
  • Published: Monday, 08 July 2019
  • , Updated: 08 July 2019, 07:21 AM IST

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ବୃଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗଣେଶଙ୍କୁ ଆରଧନା କରନ୍ତୁ। ମନ ଶାନ୍ତ ରହିବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି।

ସିଂହ: ମାନସିକ ଅଶାନ୍ତିରେ ରହିବେ। ଅଫିସ୍‌ରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କନ୍ୟା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: କାର୍ଯ୍ୟରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଶୁଭ ଖବର ଶୁଣି ପାରନ୍ତି।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

 କୁମ୍ଭ: ଋଣ ଦିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଯାତ୍ରା କରନ୍ତୁ ନାହିଁ, ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

 

Related story