୮ ଅକ୍ଟୋବର, ମଙ୍ଗଳବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବୃଷ:  ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ। କନ୍ୟା: ବାଦ-ବିବାଦ […]

astro-ok-new

astro-ok-new

Niharika Rout
  • Published: Tuesday, 08 October 2019
  • Updated: 08 October 2019, 07:25 AM IST

Sports

Latest News

ମେଷ: ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ:  ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ତୁଳା:  ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ଯାନବାହନ କିଣିପାରନ୍ତି। 

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

ଧନୁ: ପଦୋନ୍ନତିର ଯୋଗ ରହିଛି। ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ମନ ଖୁସି ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମୀନ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos