୯ ଫେବ୍ରୁଆରୀ, ରବିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଭାଗ୍ୟ ବୃଦ୍ଧି ହେବ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। କର୍କଟ: ମନ ଖୁସି ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। […]

astro-1-2

astro-1-2

Jyoshna Pradhan
  • Published: Sunday, 09 February 2020
  • Updated: 09 February 2020, 07:17 AM IST

Sports

Latest News

ମେଷ: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଭାଗ୍ୟ ବୃଦ୍ଧି ହେବ।  ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ।

କର୍କଟ: ମନ ଖୁସି ରହିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କାହାକୁ ଧାରଉଧାର ଦିଅନ୍ତୁ ନାହିଁ।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ମାନ-ସମ୍ମାନ ବଢ଼ିବ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

ବିଚ୍ଛା:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ଘରକୁ ଅତିଥି ଆସି ପାରନ୍ତି।

ଧନୁ: ଦିନଟି ଖୁସିରେ କଟିବ। ପିତାମାତାଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂଆ ଗାଡ଼ି କିଣିପାରନ୍ତି।

କୁମ୍ଭ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି।

ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story