୯ ମାର୍ଚ୍ଚ,ସୋମବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ବୃଷ:  ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ମିଥୁନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। କର୍କଟ:  ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅସୁସ୍ଥ ଅନୁଭବ କରିବେ। ସିଂହ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର […]

astro-

astro-

Jyoshna Pradhan
  • Published: Monday, 09 March 2020
  • Updated: 09 March 2020, 07:21 AM IST

Sports

Latest News

ମେଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ:  ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ।

ମିଥୁନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି।

କର୍କଟ:  ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ସିଂହ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଭାଗ୍ୟ ବୃଦ୍ଧି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି।

ତୁଳା: ଖର୍ଚ୍ଚ ବଢ଼ିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

ଧନୁ: ପଦୋନ୍ନତିର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ:  ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

ମୀନ: ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos