୧୮ ମେ’,ଶନିବାର: ମନ ବିଚଳିତ ରହିବ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବୃଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସିଂହ: ବ୍ୟବସାୟରେ ଆଶା ମୁତାବକ […]

astro-ok-new-7-1-1

Tapaswini Nayak
  • Published: Saturday, 18 May 2019
  • , Updated: 18 May 2019, 08:55 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ବୃଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ବନ୍ଧୁଙ୍କଠାରୁ ଶୁଭ ଖବର ଶୁଣି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

କର୍କଟ: ପରିବାରରେ ହସଖୁସିର ପରିବେଶ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ବ୍ୟସ୍ତତା ଭିତରେ ଦିନଟି କଟିବ। ମନ ବିଚଳିତ ରହିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

ତୁଳା: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ଶତ୍ରୁଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମକର: ଅଧିକ ପରିଶ୍ରମ କରିପାରନ୍ତି। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ମାନ-ସମ୍ମାନ ମିଳିବ। ପିଲାଙ୍କ ପାଇଁ ଖୁସି ଅନୁଭବ କରିବେ। ଆର୍ଥିକ ସ୍ଥିତି ଭଲ ରହିବ।

Related story