୧୯ ମେ’, ରବିବାର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ମାନ-ସମ୍ମାନ ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: କାର୍ଯ୍ୟକ୍ଷେତ୍ରରେ […]

astro

astro

Jyoshna Pradhan
  • Published: Sunday, 19 May 2019
  • Updated: 19 May 2019, 07:23 AM IST

Sports

Latest News

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ମାନ-ସମ୍ମାନ ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ।

ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କନ୍ୟା: ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ।

ତୁଳା: ନୂତନ ପୋଷାକ କିଣି ପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ:  ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: ମାଲିମକଦ୍ଦମାରେ ବିଜୟୀ ହେବେ। ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ପରିଶ୍ରମ ଅନୁସାରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos