୧୯ ସେପ୍ଟେମ୍ବର, ଗୁରୁବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ବୃଷ: ମାନ-ସମ୍ମାନ ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମିଥୁନ: ନୂତନ ପୋଷାକ କିଣି ପାରନ୍ତି। ଖୁସି ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ନୂତନ କାର୍ଯ୍ୟ କରିବାକୁ […]

astro-

astro-

Niharika Rout
  • Published: Thursday, 19 September 2019
  • Updated: 19 September 2019, 07:30 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ଦର୍ଶନୀୟ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ।

ବୃଷ: ମାନ-ସମ୍ମାନ ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ।

ମିଥୁନ: ନୂତନ ପୋଷାକ କିଣି ପାରନ୍ତି। ଖୁସି ଖବର ଶୁଣିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ:  ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କୁମ୍ଭ: ମାଲି ମକଦ୍ଦମାରେ ବିଜୟୀ ହେବେ। ଖୁସି ଖବର ଶୁଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ପରିଶ୍ରମ ଅନୁସାରେ ସଫଳତା ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story