୨୧ ମେ’, ମଙ୍ଗଳବାର: ଅଳସୁଆ ଅନୁଭବ କରିବେ

ମେଷ:  ଶରୀର ଫୂର୍ତ୍ତି ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ବୃଷ:  ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କର୍କଟ: ଘରେ ହସଖୁସିର ବାତାବରଣ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ […]

astro

astro

Jyoshna Pradhan
  • Published: Tuesday, 21 May 2019
  • Updated: 21 May 2019, 07:21 AM IST

Sports

Latest News

ମେଷ:  ଶରୀର ଫୂର୍ତ୍ତି ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ।

ବୃଷ:  ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: ଘରେ ହସଖୁସିର ବାତାବରଣ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ଘରକୁ ଅତିଥି ଆସିପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ଯାନବାହନ କିଣିପାରନ୍ତି। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

ଧନୁ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ମକର: ଶରୀର ସୁସ୍ଥ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅଳସୁଆ ଅନୁଭବ କରିବେ।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ଆତ୍ମବିଶ୍ୱାସ ବଢ଼ିବ।

ମୀନ: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ମାଲି ମକଦ୍ଦମାରେ ବିଜୟୀ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story