୨୩ ମେ’, ଗୁରୁବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜଳଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କନ୍ୟା: ନୂତନ କାର୍ଯ୍ୟରେ ଯୋଗ […]

astro

astro

Jyoshna Pradhan
  • Published: Thursday, 23 May 2019
  • Updated: 23 May 2019, 07:09 AM IST

Sports

Latest News

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜଳଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ଧନୁ:  ବ୍ୟସ୍ତତା ଭିତରେ ଦିନଟି କଟିବ। କାହାକୁ ଟାଣ କଥା କୁହନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କୁମ୍ଭ: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମୀନ:  ଆତ୍ମ ବିସ୍ୱାସ ବଢ଼ିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos