୨୪ ମେ’,ଶୁକ୍ରବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବୃଷ: ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ। କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ଖର୍ଚ୍ଚ ବଢ଼ିବ। ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। […]

astro

astro

Jyoshna Pradhan
  • Published: Friday, 24 May 2019
  • Updated: 24 May 2019, 07:32 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ: ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ।

କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ଖର୍ଚ୍ଚ ବଢ଼ିବ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶୁଭ ଖବର ଶୁଣି ପାରନ୍ତି। ଉପହାର ମିଳିବ।

କନ୍ୟା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

 ତୁଳା: ପରିବାରରେ ହସଖୁସିର ପରିବେଶ ରହିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

 ବିଚ୍ଛା: ଦିନଟି ଭଲରେ କଟିବ। ମାନ-ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

 ଧନୁ: ଋଣ ଦିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ହସଖୁସିରେ ସମୟ ବିତିବ।

 ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ଭଲ ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।

 କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୁର୍ଘଟଣାର ଯୋଗ ରହିଛି । ସତର୍କ ରୁହନ୍ତୁ।

 ମୀନ: ମନ ବିଚଳିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos