୨୬ ମେ’,ରବିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ। ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ। କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ସିଂହ: ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। କନ୍ୟା: ଶୁଭ ଖବର ଶୁଣି ପାରନ୍ତି। […]

astro

astro

Jyoshna Pradhan
  • Published: Sunday, 26 May 2019
  • Updated: 26 May 2019, 07:20 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ।

କର୍କଟ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ: ବିବାହ ସ୍ଥିର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ଶୁଭ ଖବର ଶୁଣି ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଶରୀର ଫୂର୍ତ୍ତି ରହିବ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ମକର: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି।

କୁମ୍ଭ: ଦିନଟି ଭଲରେ କଟିବ। ମନ ଖୁସି ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଆର୍ଥିକ ସ୍ଥିତି ଭଲ ରହିବ। ମନରେ ଏକାଗ୍ରତା ରହିବ ନାହିଁ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos