୨୭ ମେ’, ସୋମବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। ବୃଷ:  ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଲାଗି ରହିଥିବା ଚିନ୍ତା ଦୂର ହେବ। ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ:  ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। […]

astro

astro

Jyoshna Pradhan
  • Published: Monday, 27 May 2019
  • Updated: 27 May 2019, 07:25 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ:  ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଲାଗି ରହିଥିବା ଚିନ୍ତା ଦୂର ହେବ।

ମିଥୁନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ:  ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story