୨୮ ମେ’, ମଙ୍ଗଳବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ମିଥୁନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କର୍କଟ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସିଂହ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି […]

astro

Jyoshna Pradhan
  • Published: Tuesday, 28 May 2019
  • , Updated: 28 May 2019, 07:29 AM IST

ମେଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ବୃଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ।

ମିଥୁନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ସିଂହ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି କଟିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ପୋଷାକ କିଣିବେ। ଆୟଠାରୁ ବ୍ୟୟ ଅଧିକ ହେବ।

ତୁଳା: ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମାଲି ମକଦ୍ଦମାରେ ବିଜୟୀ ହେବେ।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ଧନୁ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମନ ଖୁସି ରହିବ।

କୁମ୍ଭ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ।

ମୀନ: ଛାତ୍ରଛାତ୍ରୀମାନେ ପଠପଢ଼ାରେ ସଫଳତା ପାଇବେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

Related story