୫ ଜୁନ୍, ବୁଧବାର: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ

ମେଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ବୃଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସମୟ ବିତାଇବେ। ମିଥୁନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କର୍କଟ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି କଟିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି […]

astro-1-1-730x430-1-730x430-1-730x430

Tapaswini Nayak
  • Published: Wednesday, 05 June 2019
  • , Updated: 05 June 2019, 07:31 AM IST

ମେଷ: ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସମୟ ବିତାଇବେ।

ମିଥୁନ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ଦିନଟି କଟିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ପୋଷାକ କିଣିବେ। ଆୟଠାରୁ ବ୍ୟୟ ଅଧିକ ହେବ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସେଥିପ୍ରତି ସତର୍କ ରୁହନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ଦିନଟି ଆନନ୍ଦରେ କଟିବ। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗହଣା କିଣିପାରନ୍ତି।

ମକର: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ମତାନ୍ତର ହୋଇପାରେ। ଶରୀରର କୌଣସି ସ୍ଥାନରେ ଆଘାତ ଲାଗିପାରେ।

କୁମ୍ଭ: ଛାତ୍ରାଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ଉଧାର ଦିଅନ୍ତୁ ନାହିଁ।

ମୀନ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ନକାରାତ୍ମକ ଚିନ୍ତଧାରାଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ।

Related story