୬ ଜୁନ୍‌,ଗୁରୁବାର: ଘରକୁ ଅତିଥି ଆସିପାରନ୍ତି

ମେଷ: ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ପାଣି ଠାରୁ ଦୂରେଇ ରୁହନ୍ତୁ। କର୍କଟ: ଘରେ ହସଖୁସିର ବାତାବରଣ ରହିବ।ମନ ଖୁସି ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। […]

astro

Jyoshna Pradhan
  • Published: Thursday, 06 June 2019
  • , Updated: 06 June 2019, 07:30 AM IST

ମେଷ: ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ପାଣି ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଘରେ ହସଖୁସିର ବାତାବରଣ ରହିବ।ମନ ଖୁସି ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ନୂତନ ବସ୍ତ୍ର କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ। ଯାନବାହନ କିଣିପାରନ୍ତି।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବିବାହ ସ୍ଥିର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ମକର: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳାତା ପାଇବେ । ଅଳସୁଆ ଅନୁଭବ କରିବେ। ଶରୀର ସୁସ୍ଥ ରହିବ।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ମାନ-ସମ୍ମାନ ମିଳିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

Related story