ମେଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।
କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଯାନବାହାନ କିଣିବାର ଯୋଗ ରହିଛି।
ସିଂହ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ଲାଗି ରହିଥିବା ସମସ୍ୟା ଦୂର ହେବ। ମନରେ ଉତ୍ସାହ ବଢ଼ିବ।
କନ୍ୟା: ଅଳସୁଆ ଅନୁଭବ କରିବେ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।
ତୁଳା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ମାନ-ସମ୍ମାନ ମିଳିବ।
ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।
ମକର: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।
କୁମ୍ଭ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବିବାହ ସ୍ଥିର ହୋଇପାରେ । ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ମୀନ: ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।