୧୦ ଜୁନ୍,ସୋମବାର: ମାନସିକ ଅଶାନ୍ତିରେ ରହିବେ

ମେଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଚାକିରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ। ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଗହଣା କିମ୍ବା ଯାନବାହାନ କିଣିବାର ଯୋଗ ରହିଛି। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗଣେଶଙ୍କ ଆରଧନା କରନ୍ତୁ। ମନ ଶାନ୍ତ ରହିବ। […]

astro-1-1-730x430-1-730x430-1-730x430-1-730x430-1-730x430-3-730x430

Jyoshna Pradhan
  • Published: Monday, 10 June 2019
  • Updated: 10 June 2019, 07:30 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ଚାକିରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ।

ମିଥୁନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଗହଣା କିମ୍ବା ଯାନବାହାନ କିଣିବାର ଯୋଗ ରହିଛି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗଣେଶଙ୍କ ଆରଧନା କରନ୍ତୁ। ମନ ଶାନ୍ତ ରହିବ।

ସିଂହ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ମାନସିକ ଅଶାନ୍ତିରେ ରହିବେ। ଅଫିସରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: କାର୍ଯ୍ୟରେ ସଫଳତା ମିଳିବ। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ଶୁଭ ସମାଚାର ମିଳିପାରେ।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ଧାର୍ମିକ ସ୍ଥଳୀକୁ ବୁଲି ଯାଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟଠାରୁ ବ୍ୟୟ ଅଧିକ ହେବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ନୂଆ କାମ ଆରମ୍ଭ କରିପାରନ୍ତି। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମୀନ: ଚାକିରି କରୁଥିବା ଲୋକେ କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story