୩ ଅଗଷ୍ଟ, ସୋମବାର: ଜଗିରଖି କାର୍ଯ୍ୟ କରନ୍ତୁ

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବୃଷ: ମନ ପ୍ରସନ୍ନ ରହିବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ କ୍ଷତି ହୋଇପାରେ। ଅଧିକ ପରିଶ୍ରମ କରିବେ। ମିଥୁନ: ଜଗିରଖି କାର୍ଯ୍ୟ କରନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ। କର୍କଟ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ। […]

90-2

90-2

Tapaswini Nayak
  • Published: Monday, 03 August 2020
  • Updated: 03 August 2020, 07:52 AM IST

Sports

Latest News

ମେଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବୃଷ: ମନ ପ୍ରସନ୍ନ ରହିବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ କ୍ଷତି ହୋଇପାରେ। ଅଧିକ ପରିଶ୍ରମ କରିବେ।

ମିଥୁନ: ଜଗିରଖି କାର୍ଯ୍ୟ କରନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

କର୍କଟ: ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ସିଂହ: ବିପରୀତ ଲିଙ୍ଗର ଲୋକଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଘରେ ହସ ଖୁସିର ବାତାବରଣ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଚିନ୍ତିତ ରହିବେ। ମନ ବିଚଳିତ ହୋଇପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି କଥାକୁ ନେଇ ମନରେ ଦ୍ୱଦ୍ୱ ରହିବ। ଗୁରତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: କାର୍ଯ୍ୟରେ ସଫଳତା ମିଳିବ। ଶରୀର ଫୂର୍ତ୍ତି ରହିବ। ଆଧ୍ୟାତ୍ମିକ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ପୂଜାପାଠରେ ବ୍ୟସ୍ତ ରହିବେ। ମାନ-ସମ୍ମାନ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: କୌଣସି ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ଠାରୁ ଶୁଭ ଖବର ଶୁଣି ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story