ମେଷ: ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଋଣ ଦିଅନ୍ତୁ ନାହିଁ।
ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଉପହାର ମିଳିବ।
ମିଥୁନ: ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।
କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।
କନ୍ୟା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ।
ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ମାନ-ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରହିବ।
ଧନୁ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।
ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଉପହାର ମିଳିବ। ଭାଗ୍ୟ ବୃଦ୍ଧି ହେବ।
ମୀନ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।