ମାର୍ଚ୍ଚ ୨୫, ସୋମବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ବ୍ୟବସାୟରେ ପରିବର୍ତ୍ତନ କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ସମୟ ବିତାଇବେ। ବୃଷ: ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମିଥୁନ: ଋଣ ଦିଅନ୍ତୁ ନାହିଁ। ଯାନବାହନ କିଣିବାର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କର୍କଟ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସନ୍ଧ୍ୟାରେ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସିଂହ: ବ୍ୟବସାୟରେ ଆଶା ମୁତାବକ […]

rasifala-4

Tapaswini Nayak
  • Published: Monday, 25 March 2019
  • , Updated: 25 March 2019, 08:20 AM IST

ମେଷ: ବ୍ୟବସାୟରେ ପରିବର୍ତ୍ତନ କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ସମୟ ବିତାଇବେ।

ବୃଷ: ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମିଥୁନ: ଋଣ ଦିଅନ୍ତୁ ନାହିଁ। ଯାନବାହନ କିଣିବାର ଯୋଗ ରହିଛି। ମାନ-ସମ୍ମାନ ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କର୍କଟ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସନ୍ଧ୍ୟାରେ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଶରୀରରେ ଆଘାତ ଲାଗି ପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ବିଦେଶକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ତୁଳା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରେମରେ ସଫଳତା ମିଳିବ। ମନ ଖୁସି ରହିବ।

ବିଚ୍ଛା: ଘର ପାଇଁ କୌଣସି ଦାମୀ ଜିନିଷ କିଣିପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ଘର ସଫା ରଖନ୍ତୁ। ଭାଇଙ୍କଠାରୁ ପରାମର୍ଶ ନେଇପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମକର: ବ୍ୟସ୍ତତା ଭିତରେ ଦିନଟି କଟିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ: ବ୍ୟବସାୟରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

Related story