ମାର୍ଚ୍ଚ ୩୦,ଶନିବାର: ମାନ-ସମ୍ମାନ ବଢ଼ିବ

ମେଷ: ସାଙ୍ଗମାନଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗଣେଶଙ୍କୁ ପୂଜା କରନ୍ତୁ। କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ।କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ […]

rasifala-4-1-1

rasifala-4-1-1

Tapaswini Nayak
  • Published: Saturday, 30 March 2019
  • Updated: 30 March 2019, 07:40 AM IST

Sports

Latest News

ମେଷ: ସାଙ୍ଗମାନଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ।

ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗଣେଶଙ୍କୁ ପୂଜା କରନ୍ତୁ।

କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ।କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ସ୍ୱାସ୍ଥ୍ୟ ଭଲ ରହିବ। ଦୂର ଯାତ୍ରାର ଯୋଗ ରହିଛି।

କନ୍ୟା: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ସନ୍ତାନର ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

ତୁଳା:  ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ପାଠପଢ଼ାରେ ମନ ବଳାଇବେ। ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ପ୍ରେମ ବ୍ୟପାରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଆଜି ଦିନରେ ଅଧିକ ପରିଶ୍ରମ କରିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଈଶ୍ୱରଙ୍କୁ ପୂଜା କରନ୍ତୁ।

ମକର: ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ମାନ-ସମ୍ମାନ ବଢ଼ିବ। ଚାକିରିକ୍ଷେତ୍ରରେ ପଦୋନ୍ନତି ହୋଇପାରେ।

କୁମ୍ଭ: ଆଜି କାହାକୁ ଋଣ ଦିଅନ୍ତୁ ନାହିଁ। ପଡୋଶୀଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ମା’ଙ୍କ ସହଯୋଗ ମିଳିବ।

ମୀନ: ଆଇନଗତ ମାମଲାରେ ବିଜୟୀ ହେବେ। ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story