ମାର୍ଚ୍ଚ ୩୧,ରବିବାର: ଧନପ୍ରାପ୍ତି ଯୋଗ ରହିଛି

ମେଷ: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଆଜି ଦିନଟି କଟିବ। ଗହଣା କିଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବୃଷ: ବିଦେଶରୁ ଶୁଭ ଖବର ମିଳିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: ନିଜର ବ୍ୟବହାର ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। କର୍କଟ: […]

rasifala-4-1-1-2

Rajalaxmi Sahu
  • Published: Sunday, 31 March 2019
  • , Updated: 31 March 2019, 08:10 AM IST

ମେଷ: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ଆଜି ଦିନଟି କଟିବ। ଗହଣା କିଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବୃଷ: ବିଦେଶରୁ ଶୁଭ ଖବର ମିଳିବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ନିଜର ବ୍ୟବହାର ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ।

କର୍କଟ: ଆଜି ଦିନଟି ଆନନ୍ଦ-ପ୍ରମୋଦ ଓ ମନୋରଞ୍ଜନରେ କଟିବ। ସୁସ୍ୱାଦୁ ଭୋଜନ କରିବେ। ନୂଆ ବସ୍ତ୍ର ପରିଧାନ କରିପାରନ୍ତି। ମାନ-ସମ୍ମାନ ମିଳିବ।

ସିଂହ: ପରିବାରରେ ଭଲ ବାତାବରଣ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ।

କନ୍ୟା: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହୋଇପାରେ। ପ୍ରିୟ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଅସୁସ୍ଥ ଅନୁଭବ କରିବେ। ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ ।

ବିଛା: ନୂଆ କାର୍ଯ୍ୟ ଆରମ୍ଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। ଭାଗ୍ୟରେ ପରିବର୍ତ୍ତନ ହୋଇପାରେ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ମକର: ଧାର୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ସମ୍ମାନ ମିଳିବ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଅର୍ଥ କାରବାରକୁ ନେଇ ସାବଧାନ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ।

ମୀନ: ଆଜି କୌଣସି କ୍ଷେତ୍ରରେ ଅର୍ଥ ନିବେଶ କରନ୍ତୁ ନାହିଁ। କୌଣସି ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶୁଭ ଖବର ମିଳିବ।

Related story