୨୩ ଜାନୁଆରୀ, ଗୁରୁବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବୃଷ: ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଋଣ ଦିଅନ୍ତୁ ନାହିଁ। ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ–ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପରିବାରରେ ହସଖୁସିର […]

astro-750x400

astro-750x400

Niharika Rout
  • Published: Thursday, 23 January 2020
  • Updated: 23 January 2020, 08:04 AM IST

Sports

Latest News

ମେଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି

ବୃଷ: ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ ଋଣ ଦିଅନ୍ତୁ ନାହିଁ।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ ମନ ଖୁସି ରହିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି ମାନ-ସମ୍ମାନ ମିଳିବ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ

ବିଚ୍ଛା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି ଉପହାର ମିଳିବ।

ଧନୁ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ

ମକର: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ: ଦିନଟି ଭଲରେ କଟିବ ବାପାଙ୍କ ସହଯୋଗ ମିଳିବ ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos