ଜୁଲାଇ‌ ୨୫,ଶନିବାର: ମନୋବଳ ଦୁର୍ବଳ ରହିବ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମିଥୁନ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କର୍କଟ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ। ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ […]

90-2

90-2

Tapaswini Nayak
  • Published: Saturday, 25 July 2020
  • Updated: 25 July 2020, 07:46 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଉପହାର ମିଳିବ। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ଧନୁ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଋଣ ଦିଅନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଅଧିକ ପରିଶ୍ରମ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ମନ ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos