ଜୁଲାଇ ୨୬, ରବିବାର: ଅଚିହ୍ନା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କୁକୁରକୁ ଖାଇବାକୁ ଦିଅନ୍ତୁ।

ବୃଷ:  ନୂଆ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଭଲପାଉଥିବା ଲୋକମାନେ ଦୂରେଇ ଯାଇ ପାରନ୍ତି। ମାଆଙ୍କ ଆର୍ଶୀବାଦ ନିଅନ୍ତୁ।

ମିଥୁନ: ଶତ୍ରୁମାନଙ୍କଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଖୁସି ଖବର ଶୁଣି ପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ସିଂହ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମଉନ ରହିବାକୁ ଚେଷ୍ଟା କରନ୍ତୁ।

କନ୍ୟା:  ଅଜଣା ଆଶଙ୍କାରେ ମନ ଦୁର୍ବଳ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ତୁଳା: ସଞ୍ଚିତ ଅର୍ଥରୁ କିଛି ବ୍ୟୟ ହେବାର ସମ୍ଭାବନା ରହିଛି। ମିଠା କଥା କହି ଲୋକଙ୍କ ମନ ଜିତିବେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ବିଛା: ଦ୍ୱନ୍ଦ୍ୱ ଭିତରେ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଭଗବାନ ଗଣେଶଙ୍କୁ ପୂଜା କରନ୍ତୁ।

ଧନୁ: ଗବେଷଣାରତ କାର୍ଯ୍ୟରେ ଅଧିକ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମନ ଖୁସି ରହିବ।

ମକର: ସକାଳ ସମୟଟି ପ୍ରତିଟି କାର୍ଯ୍ୟ ପାଇଁ ଅନୁକୂଳ ରହିବ। ଲୋଭର ବଶବର୍ତ୍ତୀ ହୋଇ କିଛି ଭୁଲ କରିପାରନ୍ତି। ଜଗି ରଖି ଚଳନ୍ତୁ।

କୁମ୍ଭ: ମାନ-ସମ୍ମାନ ମିଳିବ। ମନ ବିଚଳିତ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମୀନ: ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ଅଚିହ୍ନା ବ୍ୟକ୍ତିଙ୍କ ଠାରୁ ମଧ୍ୟ ଦୂରେଇ ରୁହନ୍ତୁ।

 

 

ଆହୁରି ପଢ଼ନ୍ତୁ

୨୨ ସେପ୍ଟେମ୍ବର ,ମଙ୍ଗଳବାର: ବନ୍ଧୁଙ୍କ ସହଯୋଗ ମିଳିବ

ଆଇସିୟୁରେ ଭର୍ତ୍ତି ହେଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଖାରଜ

ହଙ୍ଗାମା କରି ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ

୨୧ ସେପ୍ଟେମ୍ବର, ସୋମବାର: ପରିଶ୍ରମ ଅନୁସାରେ ସଫଳତା ପାଇବେ

ନେପୋଟିଜିମ୍ ପାଇଁ କିଏ ଦାୟୀ? ଜବାବ ରଖିଲେ ନଓ୍ୱାଜୁଦ୍ଦିନ ସିଦ୍ଦିକି

କଥା ଦେଇ କଥା ରଖିଲେ, ନମିତାଙ୍କୁ ଜଗନ୍ନାଥ ଭଜନ ଗାଇବାର ସୁଯୋଗ ଦେଲେ ବର୍ଷା

ଆସୁଛି ‘ଫେଲୁଦା’, କମ୍‌ ଖର୍ଚ୍ଚରେ ଅଧାଘଣ୍ଟାରେ ହେବ କୋଭିଡ୍ ଟେଷ୍ଟ୍

ରାଜ୍ୟରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରେ ସର୍ବାଧିକ, କଟକରେ ୫୦୦ରୁ ଅଧିକ

୨୦ ସେପ୍ଟେମ୍ବର, ରବିବାର: ଶତ୍ରୁମାନେ ପରାଜିତ ହେବେ

ଅନୁରାଗ କଶ୍ୟପଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ

କରୋନାରେ ପ୍ରଭାବିତ ୧୦ ରାଜ୍ୟ ମଧ୍ୟରେ ଓଡ଼ିଶା