ଜୁଲାଇ ୩୦, ଗୁରୁବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ମାନ-ସମ୍ମାନ ମିଳିବ। ପରିଶ୍ରମର ଉପଯୁକ୍ତ ମୂଲ୍ୟ ପାଇବାରୁ ବଞ୍ଚିତ ହେବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସିଂହ: ପରିବାରରେ ହସ ଓ ଖୁସିର […]

rashi

Jyoshna Pradhan
  • Published: Thursday, 30 July 2020
  • , Updated: 30 July 2020, 07:39 AM IST

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଅସୁସ୍ଥ ଅନୁଭବ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ମାନ-ସମ୍ମାନ ମିଳିବ। ପରିଶ୍ରମର ଉପଯୁକ୍ତ ମୂଲ୍ୟ ପାଇବାରୁ ବଞ୍ଚିତ ହେବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ସିଂହ: ପରିବାରରେ ହସ ଓ ଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ସୁସମ୍ବାଦ ପାଇ ଖୁସି ହେବେ।

ତୁଳା:  ମିଠାମିଠା କଥା କହି ଅନ୍ୟମାନଙ୍କୁ ନିଜର କରିବାକୁ ସକ୍ଷମ ହେବେ। ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ। ପରୋପକାର ପାଇଁ ମନରେ ଆଗ୍ରହ ହେବ।

ବିଛା: ମନକଥା କାହାକୁ କହିପାରିବେ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରରେ ଆଘାତ ଲାଗିପାରେ।

ଧନୁ: ଉଦାର ଗୁଣ ଯୋଗୁ ପ୍ରଶଂସିତ ହେବେ। ମନ ବିଚଳିତ ରହିବ।  ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ମକର: ମନ ପ୍ରଫୁଲ୍ଲିତ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କୁମ୍ଭ: ପିଲାଙ୍କ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ।  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମନରେ ଏକାଗ୍ରତା ରହିବ ନାହିଁ। ଅପରାହ୍ଣ ପରେ ଅଳସୁଆ ଅନୁଭବ କରିବେ।

Related story