୨୫ ମେ’, ସୋମବାର: କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ସାମ୍ବାଦିକମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ।ମାନ-ସମ୍ମାନ ମିଳିବ। ସମସ୍ତ ସମସ୍ୟା ସହଜରେ ସମାଧାନ ହୋଇଯିବ। ବୃଷ: ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁ ମିତ୍ରଙ୍କଠାରୁ ଆଶାତୀତ ସହଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ସମ୍ପନ୍ନ ହେବ। ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବା ପୁରାତନ ଶତ୍ରୁମାନେ ଦୂରେଇ ଯିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। କର୍କଟ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ତ୍ୱପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ। ଭୈତିକ ସୁଖସୁବିଧା ସାଧନାରେ ବୃଦ୍ଧି […]

astrological-78999

astrological-78999

Tapaswini Nayak
  • Published: Monday, 25 May 2020
  • Updated: 26 May 2020, 07:50 AM IST

Sports

Latest News

ମେଷ: ସାମ୍ବାଦିକମାନଙ୍କର ପଦ ମର୍ଯ୍ୟାଦା ବୃଦ୍ଧି ପାଇବ।ମାନ-ସମ୍ମାନ ମିଳିବ। ସମସ୍ତ ସମସ୍ୟା ସହଜରେ ସମାଧାନ ହୋଇଯିବ।

ବୃଷ: ଶୁଭ ସମାଚାର ଶୁଣି ସନ୍ତାନଙ୍କ ଚିନ୍ତା ଦୂର ହେବ। ବନ୍ଧୁ ମିତ୍ରଙ୍କଠାରୁ ଆଶାତୀତ ସହଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ସମ୍ପନ୍ନ ହେବ।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବା ପୁରାତନ ଶତ୍ରୁମାନେ ଦୂରେଇ ଯିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ।

କର୍କଟ: ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ତ୍ୱପୂର୍ଣ୍ଣ କାମ ସମ୍ପୂର୍ଣ୍ଣ ହେବ। ଭୈତିକ ସୁଖସୁବିଧା ସାଧନାରେ ବୃଦ୍ଧି ହେବ। ଦୃଢ ସଂକଳ୍ପ ନେଇ ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ।

ସିଂହ: ଶୁଭ ସମାଚାର ଶୁଣି ମାନସିକତାରେ ପରିବର୍ତ୍ତନ ହେବ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ଚେଷ୍ଟା କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।

କନ୍ୟା: ଭାଗୀଦାରୀଙ୍କ ସହିତ ମତଭେଦର ନିରାକରଣ କରିପାରିବେ। ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ୱାରା ବିଚାର କଲେ ଲାଭ ମିଳିବ।ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍।

ତୁଳା: ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ। ପଢାପଢିରେ ମନଯୋଗ ଦେବେ।

ବିଛା: ପାରିବାରିକ ଜୀବନରେ ସାମାନ୍ୟ ସୁଧାର ଆସିବ। କର୍ମକ୍ଷେତ୍ରରେ ଲୋକଙ୍କୁ ନିଜର କରିପାରିବେ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ।

ଧନୁ: ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ। ସହକର୍ମୀ ଓ ମିତ୍ରମାନେ ପ୍ରଶଂସା କରିବେ। ଅଧିକ ପରିଶ୍ରମ କରି ଅର୍ଥ ଲାଭ କରିବେ।

ମକର: ସାମାଜିକ କ୍ଷେତ୍ରରେ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ।

କୁମ୍ଭ: କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିପାରନ୍ତି। ଆର୍ଥିକ ସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ।

ମୀନ: ସାମାଜିକ କ୍ଷେତ୍ରରେ ସହନଶୀଳତା ଯୋଗେ ଯଶ ମିଳିବ। ଶାରୀରିକ ଅସୁସ୍ଥତା ଦୂର ହେବ। ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story