ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।
ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।
କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।
ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
କନ୍ୟା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ।
ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ମକର: ବିବାହ ସ୍ଥିର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିପାରନ୍ତି।
କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବକା ଯାଇପାରନ୍ତି।
ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।