୨୩ ନଭେମ୍ୱର, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। ବାପାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।  ବୃଷ:  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ–ବିବାଦଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ […]

astro--750x400

Jyoshna Pradhan
  • Published: Saturday, 23 November 2019
  • , Updated: 23 November 2019, 07:19 AM IST

ମେଷ: ଦିନଟି ଭଲରେ କଟିବ ବାପାଙ୍କ ସହଯୋଗ ମିଳିବ ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ 

ବୃଷ:  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ ମନ ଖୁସି ରହିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି ମାନ-ସମ୍ମାନ ମିଳିବ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି ଉପହାର ମିଳିବ।

ମୀନ:  ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ ଋଣ ଦିଅନ୍ତୁ ନାହିଁ।

Related story