୨୧ ସେପ୍ଟେମ୍ୱର, ଶନିବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ମଧ୍ୟାହ୍ନ ପରେ ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ। ମିଥୁନ: ବୌଦ୍ଧିକ ଚର୍ଚ୍ଚା କରିପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ଶରୀରର ଯତ୍ନ ନିଅନ୍ତୁ। କର୍କଟ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କନ୍ୟା: କଥା ଉପରେ ନିୟନ୍ତ୍ରଣ […]

astro-

astro-

Jyoshna Pradhan
  • Published: Saturday, 21 September 2019
  • Updated: 21 September 2019, 07:28 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ମଧ୍ୟାହ୍ନ ପରେ ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

ମିଥୁନ: ବୌଦ୍ଧିକ ଚର୍ଚ୍ଚା କରିପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ଶରୀରର ଯତ୍ନ ନିଅନ୍ତୁ।

କର୍କଟ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦ୍ୱିପ୍ରହର ପରେ ପରିବାର ସଦସ୍ୟଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ତୁଳା: ନୂତନ ପୋଷାକ କିଣି ପାରନ୍ତି। ଖର୍ଚ୍ଚ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ଧନୁ:  ଘରେ ହସ ଖୁସିର ପରିବେଶ ରହିବ। ପଦନ୍ନୋତିର ଯୋଗ ରହିଛି। ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି।

ମକର: ଦାମ୍ପତ୍ୟ ଜବୀନ ଖୁସିରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

 କୁମ୍ଭ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ। କ୍ୟାରିୟରରେ ସଫଳତା ମିଳିବ।

 ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁମାନଙ୍କ ସହ ଦିନଟି କାଟିବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story