ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ବୃଷ: ବ୍ୟବସାୟରେ ଲାଭ ମିଳିବ। ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି।
ମିଥୁନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟାର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।
କର୍କଟ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।
ସିଂହ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
କନ୍ୟା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।
ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଚାକିରିକ୍ଷେତ୍ରରେ ଉଚ୍ଚ ପଦସ୍ଥଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।
ବିଛା: ବନ୍ଧୁକଙ୍କ ସହ କୌଣସି କଥାକୁ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରହୁନ୍ତି। ମନ ବିଚଳିତ ରହିବ।
ଧନୁ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।
ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ମୀନ: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।