୧୦ ମାର୍ଚ୍ଚ,ମଙ୍ଗଳବାର: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ବ୍ୟବସାୟରେ ଲାଭ ମିଳିବ। ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି। ମିଥୁନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟାର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ। କର୍କଟ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସିଂହ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ […]

ttttttttttttttttt

Tapaswini Nayak
  • Published: Tuesday, 10 March 2020
  • , Updated: 10 March 2020, 07:35 AM IST

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ବ୍ୟବସାୟରେ ଲାଭ ମିଳିବ। ବିଦେଶ ଯାତ୍ରା ପାଇଁ ଯୋଜନା କରିପାରନ୍ତି। ଘର ପାଇଁ ଜିନିଷ କିଣିପାରନ୍ତି।

ମିଥୁନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟାର ଯତ୍ନ ନିଅନ୍ତୁ। ଅଧିକ ପରିଶ୍ରମ କରିବେ।

କର୍କଟ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।

ସିଂହ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କନ୍ୟା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଚାକିରିକ୍ଷେତ୍ରରେ ଉଚ୍ଚ ପଦସ୍ଥଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।

ବିଛା: ବନ୍ଧୁକଙ୍କ ସହ କୌଣସି କଥାକୁ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରହୁନ୍ତି। ମନ ବିଚଳିତ ରହିବ।

ଧନୁ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇ ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମୀନ: ଖର୍ଚ୍ଚ ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ।

Related story