୩୦ ଜୁନ୍‌, ରବିବାର: ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ବୃଷ:  ନୂତନ ପୋଷାକ କିଣିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ଅପରାହ୍ଣ ପରେ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। ମିଥୁନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ଦିନଟି ଭଲରେ କଟିବ। ମାନ-ସମ୍ମାନ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। […]

astro

Jyoshna Pradhan
  • Published: Sunday, 30 June 2019
  • , Updated: 30 June 2019, 08:41 AM IST

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ବୃଷ:  ନୂତନ ପୋଷାକ କିଣିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ଅପରାହ୍ଣ ପରେ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ଦିନଟି ଭଲରେ କଟିବ। ମାନ-ସମ୍ମାନ ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ବିଚ୍ଛା: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ବିବାହ ସ୍ଥିର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ:  ଆତ୍ମବିଶ୍ୱାସ ବଢ଼ିବ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

Related story