୧ ଅକ୍ଟୋବର, ଗୁରୁବାର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ

ମେଷ:   ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ବୃଷ:  ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ। କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। […]

hhhhhhh-1

Tapaswini Nayak
  • Published: Thursday, 01 October 2020
  • , Updated: 01 October 2020, 01:31 PM IST

ମେଷ:   ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ବୃଷ:  ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମନ ପ୍ରଫୁଲ୍ଲିତ ରହିବ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ତୁଳା:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

Related story