୧୧ ସେପ୍ଟେମ୍ବର, ଶନିବାର: ଶତ୍ରୁ ବଢ଼ାଇବେ ବନ୍ଧୁତାର ହାତ

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ସେଥିପାଇଁ ସତର୍କ ରହିବାକୁ ପଡ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ। ବୃଷ: ସରକାରୀ କାର୍ଯ୍ୟରେ ଲାଭବାନ ହେବେ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।  ମିଥୁନ: ସ୍ୱାସ୍ଥ୍ୟରେ ଆଗ ଅପେକ୍ଷା ସୁଧାର ଆସିବ । ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ମିଳିବ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବେ । ଦାମ୍ପତ୍ୟ ଜୀବନରେ […]

RASI

RASI

Niharika Rout
  • Published: Saturday, 11 September 2021
  • Updated: 11 September 2021, 08:47 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ସେଥିପାଇଁ ସତର୍କ ରହିବାକୁ ପଡ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ।

ବୃଷ: ସରକାରୀ କାର୍ଯ୍ୟରେ ଲାଭବାନ ହେବେ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

 ମିଥୁନ: ସ୍ୱାସ୍ଥ୍ୟରେ ଆଗ ଅପେକ୍ଷା ସୁଧାର ଆସିବ । ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ମିଳିବ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବେ । ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ଓ ପ୍ରେମ ଭାବ ବଢ଼ିବ।

କର୍କଟ: କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ । ଶତ୍ରୁମାନେ ବନ୍ଧୁତାର ହାତ ବଢାଇବେ । ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ ନାହିଁ ।

 ସିଂହ:  କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି। ବ୍ୟବସାୟୀମାନେ ବ୍ୟବସାୟରେ ଲାଭ ପାଇପାରିବେ । ପାରିବାରିକ ଜୀବନ ହସଖୁସିରେ କଟିବ ।

କନ୍ୟା: ବନ୍ଧୁଙ୍କ ମାଧ୍ୟମରେ ଆର୍ଥିକ ଲାଭ ପାଇବେ । ପରିବାରରେ ହସଖୁସିର ବାତାବରଣ ରହିବ । ଦୂରସ୍ଥାନକୁ ଭ୍ରମଣ କରିବାର ଯୋଗ ରହିଛି।

ତୁଳା: ବ୍ୟବସାୟରେ ସଫଳତା ପାଇବେ ଏବଂ ବନ୍ଧୁଙ୍କର ସାହାଯ୍ୟ ନେବେ । ପ୍ରେମ ସମ୍ବନ୍ଧରେ ସଫଳତା ପାଇବେ ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଛାତ୍ରଛାତ୍ରୀଙ୍କର ପାଠପଢାରେ ଉନ୍ନତି ହେବ । ସଭା ସମିତିରେ ମାନ ସମ୍ମାନ ପ୍ରତିଷ୍ଠା ହେବ ।

ଧନୁ: ବ୍ୟବସାୟରେ ଅଚାନକ ଧନ ଲାଭ ହେବ । କ୍ୟାରିୟରକୁ ଆଗକୁ ବଢିବା ଲାଗି ସୁଯୋଗ ମିଳିବ । ଭ୍ରମଣ ଯୋଗ ରହିଛି, ସୁସ୍ୱାଦୁ ଭୋଜନ କରିବେ ।

ମକର: ପାରିବାରିକ ସମସ୍ୟାର ସମାଧାନ ହେବ । ଶତ୍ରୁମାନେ ମିତ୍ରତାର ହାତ ବଢାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ: ଚାକିରୀରେ ମାନ ସମ୍ମାନ ମିଳିବ । ବନ୍ଧୁବାନ୍ଧବ ସହଯୋଗର ହାତ ବଢାଇବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବ୍ୟବସାୟରେ ଲାଭ ପାଇପାରିବେ।

 ମୀନ: ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ଯୋଗ ଦେବେ। ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ। କର୍ମକ୍ଷେତ୍ରକୁ ନେଇ ବନ୍ଧୁ ସାହାଯ୍ୟ ସହଯୋଗ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story