Advertisment

୧୧ ସେପ୍ଟେମ୍ବର, ଶନିବାର: ଶତ୍ରୁ ବଢ଼ାଇବେ ବନ୍ଧୁତାର ହାତ

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ସେଥିପାଇଁ ସତର୍କ ରହିବାକୁ ପଡ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ। ବୃଷ: ସରକାରୀ କାର୍ଯ୍ୟରେ ଲାଭବାନ ହେବେ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।  ମିଥୁନ: ସ୍ୱାସ୍ଥ୍ୟରେ ଆଗ ଅପେକ୍ଷା ସୁଧାର ଆସିବ । ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ମିଳିବ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବେ । ଦାମ୍ପତ୍ୟ ଜୀବନରେ […]

ଅଦ୍ୟତନ ହୋଇଛି
୨୯ସେପ୍ଟେମ୍ବର, ବୁଧବାର: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ

RASI

Advertisment

ମେଷ:କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେବ। ସେଥିପାଇଁ ସତର୍କ ରହିବାକୁ ପଡ଼ିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ରାଜନୀତି କରୁଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲ ରହିବ।

Advertisment

ବୃଷ: ସରକାରୀ କାର୍ଯ୍ୟରେ ଲାଭବାନ ହେବେ। ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

 ମିଥୁନ: ସ୍ୱାସ୍ଥ୍ୟରେ ଆଗ ଅପେକ୍ଷା ସୁଧାର ଆସିବ । ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ମିଳିବ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରିବେ । ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ଓ ପ୍ରେମ ଭାବ ବଢ଼ିବ।

Advertisment

କର୍କଟ:କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବ । ଶତ୍ରୁମାନେ ବନ୍ଧୁତାର ହାତ ବଢାଇବେ । ଛାତ୍ରଛାତ୍ରୀଙ୍କର ପାଠପଢ଼ାରେ ମନ ଲାଗିବ ନାହିଁ ।

 ସିଂହ:  କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି। ବ୍ୟବସାୟୀମାନେ ବ୍ୟବସାୟରେ ଲାଭ ପାଇପାରିବେ । ପାରିବାରିକ ଜୀବନ ହସଖୁସିରେ କଟିବ ।

କନ୍ୟା:ବନ୍ଧୁଙ୍କ ମାଧ୍ୟମରେ ଆର୍ଥିକ ଲାଭ ପାଇବେ । ପରିବାରରେ ହସଖୁସିର ବାତାବରଣ ରହିବ । ଦୂରସ୍ଥାନକୁ ଭ୍ରମଣ କରିବାର ଯୋଗ ରହିଛି।

ତୁଳା:ବ୍ୟବସାୟରେ ସଫଳତା ପାଇବେ ଏବଂ ବନ୍ଧୁଙ୍କର ସାହାଯ୍ୟ ନେବେ । ପ୍ରେମ ସମ୍ବନ୍ଧରେ ସଫଳତା ପାଇବେ ।

ବିଛା:ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ଛାତ୍ରଛାତ୍ରୀଙ୍କର ପାଠପଢାରେ ଉନ୍ନତି ହେବ । ସଭା ସମିତିରେ ମାନ ସମ୍ମାନ ପ୍ରତିଷ୍ଠା ହେବ ।

ଧନୁ:ବ୍ୟବସାୟରେ ଅଚାନକ ଧନ ଲାଭ ହେବ । କ୍ୟାରିୟରକୁ ଆଗକୁ ବଢିବା ଲାଗି ସୁଯୋଗ ମିଳିବ । ଭ୍ରମଣ ଯୋଗ ରହିଛି, ସୁସ୍ୱାଦୁ ଭୋଜନ କରିବେ ।

ମକର:ପାରିବାରିକ ସମସ୍ୟାର ସମାଧାନ ହେବ । ଶତ୍ରୁମାନେ ମିତ୍ରତାର ହାତ ବଢାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କୁମ୍ଭ:ଚାକିରୀରେ ମାନ ସମ୍ମାନ ମିଳିବ । ବନ୍ଧୁବାନ୍ଧବ ସହଯୋଗର ହାତ ବଢାଇବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବ୍ୟବସାୟରେ ଲାଭ ପାଇପାରିବେ।

 ମୀନ:ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସମାଜ ସେବାରେ ଯୋଗ ଦେବେ। ବ୍ୟବସାୟ କରୁଥିବା ବ୍ୟକ୍ତିମାନେ ଲାଭବାନ ହେବେ। କର୍ମକ୍ଷେତ୍ରକୁ ନେଇ ବନ୍ଧୁ ସାହାଯ୍ୟ ସହଯୋଗ କରିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe