୧୫ ଅକ୍ଟୋବର,ଗୁରୁବାର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: ମାନ-ସମ୍ମାନ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ଧନପ୍ରାପ୍ତି ଯୋଗ ରହିଛି। ଅଳଙ୍କାର କିଣିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ […]

hhhhhhh-1

Tapaswini Nayak
  • Published: Thursday, 15 October 2020
  • , Updated: 15 October 2020, 08:01 AM IST

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ମାନ-ସମ୍ମାନ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ଧନପ୍ରାପ୍ତି ଯୋଗ ରହିଛି। ଅଳଙ୍କାର କିଣିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

ଧନୁ: ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

କୁମ୍ଭ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ନୂତନ ଯାନବାହନ କିଣିପାରନ୍ତି।

ମୀନ: ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

Related story