୧୯ ସେପ୍ଟେମ୍ବର, ଶନିବାର: ମନ ବିଚଳିତ ରହିବ

ମେଷ:  ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ:  ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ । ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। କର୍କଟ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ। ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ। କନ୍ୟା: ତରବରିଆ […]

hhhhhhhhhhhhhh

Tapaswini Nayak
  • Published: Saturday, 19 September 2020
  • , Updated: 19 September 2020, 07:57 AM IST

ମେଷ:  ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ:  ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ । ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

କର୍କଟ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ।

ସିଂହ:  କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଉପହାର ମିଳିବ। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ଧନୁ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର:  ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଋଣ ଦିଅନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ଅଧିକ ପରିଶ୍ରମ କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ମନ ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

 

Related story