୨ ଅକ୍ଟୋବର, ଶୁକ୍ରବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମିଥୁନ: ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସିଂହ: […]

hhhhhhh-1

Tapaswini Nayak
  • Published: Friday, 02 October 2020
  • , Updated: 02 October 2020, 07:48 AM IST

ମେଷ:  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମିଥୁନ: ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ବସ୍ତ୍ର କିଣି ପାରନ୍ତି। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା:  ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।  ଋଣ ଦିଅନ୍ତୁ ନାହିଁ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

ଧନୁ:  ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ଦିନଟି ଖୁସିରେ କଟିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

Related story